Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||

ମେଡିକାଲ ସୁପରିଟେଣ୍ଡେଣ୍ଟ୍ କାର୍ଯ୍ୟାଳୟ ସମ୍ମୁଖରେ ନର୍ସଙ୍କ ଆନ୍ଦୋଳନ

11/05/2020 at 3:16 PM

ବ୍ରହ୍ମପୁର ୧୧।୦୫ : ବ୍ରହ୍ମପୁର ଏମକେସିଜି ମେଡିକାଲ ସୁପରିଟେଣ୍ଡେଣ୍ଟ୍ କାର୍ଯ୍ୟାଳୟ ସମ୍ମୁଖରେ ନର୍ସଙ୍କ ଆନ୍ଦୋଳନ । ବିଭିନ୍ନ ଦାବି ନେଇ ଧାରଣାରେ ବସିଛନ୍ତି ନର୍ସ । ସୁପରିଟେଣ୍ଡେଣ୍ଟଙ୍କ ସହ ନର୍ସମାନେ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଛନ୍ତି । କୋଭିଡ୍ ୧୯ ଯୋଦ୍ଧା ଭାବେ କାର୍ଯ୍ୟରତ ଥିବା ନର୍ସଙ୍କୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବାକୁ ଦାବି କରିଛନ୍ତି । ଦାବି ପୂରଣ ନହେଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ।

   Related Posts