ମେଡିକାଲ ସୁପରିଟେଣ୍ଡେଣ୍ଟ୍ କାର୍ଯ୍ୟାଳୟ ସମ୍ମୁଖରେ ନର୍ସଙ୍କ ଆନ୍ଦୋଳନ

Published By : Prameya-News7 Bureau | May 11, 2020 IST

ବ୍ରହ୍ମପୁର ୧୧।୦୫ : ବ୍ରହ୍ମପୁର ଏମକେସିଜି ମେଡିକାଲ ସୁପରିଟେଣ୍ଡେଣ୍ଟ୍ କାର୍ଯ୍ୟାଳୟ ସମ୍ମୁଖରେ ନର୍ସଙ୍କ ଆନ୍ଦୋଳନ । ବିଭିନ୍ନ ଦାବି ନେଇ ଧାରଣାରେ ବସିଛନ୍ତି ନର୍ସ । ସୁପରିଟେଣ୍ଡେଣ୍ଟଙ୍କ ସହ ନର୍ସମାନେ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଛନ୍ତି । କୋଭିଡ୍ ୧୯ ଯୋଦ୍ଧା ଭାବେ କାର୍ଯ୍ୟରତ ଥିବା ନର୍ସଙ୍କୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବାକୁ ଦାବି କରିଛନ୍ତି । ଦାବି ପୂରଣ ନହେଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.