Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ରାଇରଙ୍ଗପୁର : ଗୁଣିଗାରେଡି ସନ୍ଦେହକୁ ନେଇ ହତ୍ୟାକାଣ୍ଡ : ୩ ସୁପାରୀ କିଲର ଗିରଫ
  • ||
  • ନୂଆଦିଲ୍ଲୀ : ଦୁଇ ସରକାରୀ ବ୍ୟାଙ୍କର ଘରୋଇକରଣ ପ୍ରସ୍ତାବକୁ ବିରୋଧ, ଆସନ୍ତା ୧୬ରୁ ଦୁଇ ଦିନିଆ ହରତାଳ ଚେତାବନୀ ଦେଲା ୟୁଏଫବିୟୁ
  • ||

ଟି ୨୦ ବିଶ୍ବକପ : ଟସ ଜିତି ନ୍ୟୁଜିଲାଣ୍ଡର ବୋଲିଂ ନିଷ୍ପତ୍ତି, ଇଶାନ ଏବଂ ଶାର୍ଦ୍ଦୁଲ ସାମିଲ, ସୂର୍ଯ୍ୟ କୁମାର ଏବଂ ଭୁବି ଆଉଟ୍‌

31/10/2021 at 7:08 PM

ଦୁବାଇ ୩୧/୧୦ : ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପରେ ଆଉ କିଛି ସମୟ ପରେ ମହା ମୁକାବିଲା ଦେଖିବାକୁ ମିଳିବ । ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁବାଇ ଇଣ୍ଟରନାସନାଲ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ । ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ନ୍ୟୁଜିଲାଣ୍ଡ ।  ଉଭୟ ଟିମ ପାଇଁ ଆଜିର ମ୍ୟାଚ ଗୁରୁତ୍ବପୂର୍ଣ୍ଣ ରହିଛି ।  

ଭାରତୀୟ ଦଳରେ ୨ଟି ଅଦଳ ବଦଳ ହୋଇଛି । ଦଳରେ ଇଶାନ କିଷନ ଏବଂ ଶାର୍ଦ୍ଦୁଲ ଠାକୁରଙ୍କୁ ସାମିଲ କରାଯାଇଛି । ସୂର୍ଯ୍ୟକୁମାର ଯାଦବ ଏବଂ ଭୁବନେଶ୍ବର କୁମାରଙ୍କୁ ଦଳରୁ ବାଦ ଦିଆଯାଇଛି । କ୍ୟାରିୟର ପ୍ରଥମ ବିଶ୍ବକପ ମ୍ୟାଚ ଖେଳିବାକୁ ଯାଉଛନ୍ତି ଇଶାନ କିଷନ ।

ଭାରତୀୟ ଟିମ : ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା, ଲୋକେସ ରାହୁଲ, ଇଶାନ କିଷନ, ଋଷଭ ପନ୍ତ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର, ବରୁଣ ଚକ୍ରବର୍ତ୍ତୀ, ମହମ୍ମଦ ସାମୀ ଏବଂ ଜଶପ୍ରାତ ବୁମରାହ

   Related Posts