Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ, ସକାଳ ୭ଟାରୁ ରାତି ୯ଟା ଯାଏଁ ପ୍ରବେଶ ଅନୁମତି
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||
  • ଭୁବନେଶ୍ବର : DRDO ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ, ଦୁବାଇ ଲୁଲୁ ଇଣ୍ଟରନ୍ୟାସନାଲ୍ ଏଜେନ୍ସିରୁ ଆସିଥିଲା ଟଙ୍କା
  • ||

ପ୍ରକାଶ ପାଇଲା ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷା ଫଳ, ଅଶ୍ୱୀନ ପଣ୍ଡା ଟପ୍ପର

8/10/2021 at 6:22 PM

ଭୁବନେଶ୍ୱର, ୦୮/୧୦: ଓଡ଼ିଶା ପବ୍ଲିକ୍‌ ସର୍ଭିସ୍‌ କମିଶନ୍‌ ଦ୍ୱାରା ଆୟୋଜିତ ଓଡ଼ିଶା ପ୍ରଶାସନିକ ସେବା ୨୦୧୯ର ଫଳ ପ୍ରକାଶ ପାଇଛି । ଏଥିରେ ୧୫୩ ଜଣ କୃତକାର୍ଯ୍ୟ ହୋଇଥିବା ବେଳେ ଅଶ୍ୱୀନ ପଣ୍ଡା ପ୍ରଥମ ସ୍ଥାନରେ ରହି ରାଜ୍ୟରେ ଟପ୍ପର ହୋଇଛନ୍ତି ।

ଓପିିଏସି ୨୦୧୯ରେ ଆୟୋଜିତ ପରୀକ୍ଷାରେ ମୋଟ ୪୭ ହଜାର ୭୯ ଜଣ ଆଶାୟୀ ପରୀକ୍ଷା ଦେଇଥିଲେ । ଏହାର ଫଳ ପ୍ରକାଶ ପାଇଥିବା ବେଳେ ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି । ଅଶ୍ୱୀନ ପଣ୍ଡା ଓଏସ୍‌ ଟପ୍ପର ହୋଇଛନ୍ତି ।

   Related Posts