Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • JEE ମେନ୍ ରେଜଲ୍ଟ ପ୍ରକାଶିତ
  • ||
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||

ଗାଁକୁ ଫେରିଲା ହାଇଦ୍ରାବାଦରେ ମୃତ ଦାଦନ ଶ୍ରମିକଙ୍କ ମରଶରୀର

1/06/2019 at 2:44 PM

ଟିଟିଲାଗଡ ୧|୬: ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ଅନ୍ତର୍ଗତ ଲଥl କେନ୍ ଗ୍ରାମରେ ପହଞ୍ଚିଲା ଦାଦନ ଭଜନ କଟାଙ୍କ ମରଶରୀର । ଭଜନ କଟା ବୟସ ୨୫ବର୍ଷ । ଗତ ଫେବ୍ରୁଆରି ମାସରୁ ସେ ହାଇଦ୍ରାବାଦକୁ ଦଲାଲ ମାଧ୍ୟମରେ ଦାଦନ ଖଟିବାକୁ ଯାଇଥିଲେ । କୌଣସି କାରଣରୁ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।

ପରିବାର ଲୋକେ ଭଜନ କଟାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରୁଥିଲେ । ତେବେ ଆଜି ତାଙ୍କ ମୃତଦେହ ଗାଁକୁ ଫେରିଛି । ବେଲପଡା ପୋଲିସ ଘଟଣାର ତଦନ୍ତ କରିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି କହିଛି ।

   Related Posts