Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

କମାଲ୍ କଲେ ଓଡିଆ ପୁଅ କାମିଲା, ହେଲେ ଆଇଇଏସ୍ ଟପ୍ପର

11/01/2020 at 2:30 PM

ଭୁବନେଶ୍ବର ୧୧।୧: ଓଡିଆ ପୁଅ ଅଂଶୁମାନ ଆଇଇଏସ୍ ଟପ୍ପର । ଓଡ଼ିଆ ପୁଅ ଅଂଶୁମାନ କାମିଲା ହେଲେ ଇଣ୍ଡିଆନ୍ ଇକୋନୋମିକ୍  ସର୍ଭିସ୍ ଟପ୍ପର । ଆଇଇଏସ୍  ୨୦୧୯ ପରୀକ୍ଷାରେ ଯୋଗ୍ୟ ବିବେଚିତ ୩୨ ଜଣଙ୍କ ମଧ୍ୟରେ ସେ ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି ।

ଅଂଶୁମାନ ହେଉଛନ୍ତି ପୂର୍ବତନ ଚିଫ୍ ପୋଷ୍ଟମାଷ୍ଟର ଜେନେରାଲ ସନ୍ତୋଷ କାମିଲା ଓ ଲବ୍ଧ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ତଥା ଅର୍ଥଶାସ୍ତ୍ର ପ୍ରଫେସର ମିତାଲି ଚିନାରାଙ୍କ ପୁଅ । ଅଂଶୁମାନ ଭୁବନେଶ୍ବର ଚନ୍ଦ୍ରଶେଖରପୁର ସ୍ଥିତ ଡିଏଭିରେ ପାଠପଢ଼ା ଶେଷ କରିବା ପରେ ଦିଲ୍ଲୀର ଷ୍ଟିଫେନ୍ କଲେଜ୍ ରୁ ଇକୋନୋମିକ୍ସରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ । ସେ ଦିଲ୍ଲୀ ସ୍କୁଲ୍ ଅଫ୍ ଇକୋନୋମିକ୍ସରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ଜେଏନୟୁରେ ଏମଫିଲ୍  କରିଥିଲେ ।

   Related Posts