Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବେଙ୍ଗାଲୁରରେ ଓଡିଆ ଝିଅ କଲେ ଆତ୍ମହତ୍ୟା

26/01/2020 at 7:19 PM

ବେଙ୍ଗାଲୁର ୨୬।୦୧- ବେଙ୍ଗାଲୁର  ପିନିୟା ଅଂଚଳରେ ରହୁଥିବା  ଜଣେ ଓଡ଼ିଆ ଝିଅ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟା କରିଥିବା ଯୁବତୀ ଜଣଙ୍କ  ଗୋପୀନାଥ ଜେନା ଙ୍କ ଝିଅ ବୈଶାଖୀ ଜେନା ବୋଲି ଜଣା ପଡିଛି ।

ଶନିବାର ଦିନ  ଗୋଟାଏ ସମୟରେ ପଙ୍ଖା ରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ।

ବାଲେଶ୍ୱର ଜିଲ୍ଲା ଖଇର ବ୍ଲକ ର୍ ନାଚିପୁର ଗ୍ରାମର ଗୋପୀନାଥ ଜେନାଙ୍କର ବଡ ଝିଅ ହେଉଛନ୍ତି ବୈଶାଖୀ ଜେନା। ଆତ୍ମ ହତ୍ୟା ର  କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସ ଶବ ଜବତ କରି  ବ୍ୟବଚ୍ଛେଦ ପାଇଁ ପଠାଇଛି ।

   Related Posts