Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

‘ମାନବିକତା ଆଗରେ ହାର ମାନିବ କରୋନା’, କବିତା ଲେଖି ଲୋକଙ୍କ ମନୋବଳ ବଢାଇଲେ ଓଡିଆ ଆଇଏଏସ

23/04/2020 at 2:44 PM

ଗଞ୍ଜାମ, ୨୩|୦୪: ସାରା ବିଶ୍ୱ ଏବେ କରୋନା ଭାଇରସର ମୁକାବିଲା କରୁଛି । ଏହି ଭାଇରସର କୌଣସି ଟୀକା କିମ୍ବା ମେଡିସିନ ନଥିବାରୁ ସାମାଜିକ ଦୂରତା ହିଁ ଏକମାତ୍ର ବିକଳ୍ପ ବୋଲି କୁହାଯାଉଛି । ଭାଇରସ ସଂକ୍ରମଣ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଲୋକଙ୍କୁ ସଚେତନ ମଧ୍ୟ କରାଯାଉଛି । ଏହା ମଧ୍ୟରେ ଜଣେ ଓଡିଆ ଆଇଏଏସ ଅଫିସର କବିତା ଲେଖି କରୋନା ମୁକାବିଲା ପାଇଁ ଉତ୍ସାହିତ କରିଛନ୍ତି ।

ଆଇଏଏସ ଅଫିସର ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏବେ ଗଞ୍ଜାମ ଜିଲ୍ଲାରେ ପ୍ରୋଜେକ୍ଟ ମ୍ୟାନେଜର ଭାବେ କାର୍ଯ୍ୟ କରୁଛନ୍ତି । କରୋନା ମହାମାରୀ ମଧ୍ୟରେ ସେ କବିତା ଲେଖି ଜନତାଙ୍କ ମନରେ ଆଶା ଜାଗ୍ରତ କରିଛନ୍ତି । ମାନବିକତା ଆଗରେ କରୋନା ମହାମାରୀ ପରାସ୍ତ ହେବ ବୋଲି ସେ ଏହି କବିତାରେ ବାର୍ତ୍ତା ଦେବା ସହ ଲୋକଙ୍କ ମନୋବଳ ମଧ୍ୟ ବଢାଇଛନ୍ତି।

   Related Posts