Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ବେଙ୍ଗାଲୁରୁରେ ଓଡିଆ ଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

19/09/2020 at 6:16 PM

ଆନନ୍ଦପୁର୧୯/୯: ବେଙ୍ଗାଲୁରୁରେ ୩୯ ବର୍ଷ ବୟସ୍କ ଓଡିଆ ଯୁବକଙ୍କ ମୃତ୍ୟୁ। ହାଟଡିହି ବ୍ଲକ୍ ବଡରମ୍ପାସ ଗାଁର ସୁଦର୍ଶନ ସାହୁଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁସାରେ ଶନିବାର ଦିନ ୨ଟାରେ ବେଙ୍ଗାଲୁରୁରେ ତାଙ୍କର ମୃତ୍ୟୁ ହୋଇଛି। ସେଠାରେ ରହି ସଙ୍କରର୍ଶନ ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିଲେ। କିପରି ତାଙ୍କର ମୃତ୍ୟୁ ହେଲା, ତାହା ଏପର୍ଯ୍ୟନ୍ତ ଜଣାପଡି ନାହିଁ।ଏହି ଦୁଃଖଦ ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଦୁଃଖର ଛାୟା ଖେଳି ଯାଇଛି।  

   Related Posts