Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

କର୍ଣ୍ଣାଟକରେ ଓଡିଆ ଶ୍ରମିକ ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ

11/08/2019 at 11:20 AM

କଳାହାଣ୍ଡି ୧୧|୮: କର୍ଣ୍ଣାଟକରେ ଓଡିଆ ଶ୍ରମିକ ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ଥାନା ମହୁଲପଟଣା ଗାଁର ଏହି ଦମ୍ପତ୍ତି କର୍ଣ୍ଣାଟକର ନାଗାମାନଗଲାରେ ଥିବା ଭେଙ୍କେଟେଶ୍ବର ହାଚେରୀରେ କାମ କରୁଥିଲେ ।

ଅଗଷ୍ଟ ୩ରେ ରଶ୍ମିତା ସାହୁଙ୍କ ମୃତ୍ୟୁ ହୋଇଥିଲା ବେଳେ ଅଗଷ୍ଟ ୮ରେ ସ୍ବାମୀ ଶଙ୍କର ସାହୁଙ୍କ ମୃତ୍ୟୁ ହୋଇଛି । ଏମାନଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ପରିବାର ଲୋକଙ୍କ ଅଭିଯୋଗ ପରେ କର୍ଣ୍ଣାଟକ ନାଗାମାନଗଲା ପୋଲିସ ତଦନ୍ତ ଆରମ୍ଭ କରିଛି । ଦମ୍ପତ୍ତିଙ୍କୁ ବିଷ ଦେଇ ହତ୍ୟା କରିଥିବା ପରିବାର ସନ୍ଦେହ ପ୍ରକାଶ କରିଛନ୍ତି ।

   Related Posts