Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ବ୍ରହ୍ମପୁରରେ ପହଞ୍ଚିଲା ୫ଟି ଟ୍ରେନ୍ : ଫେରିଲେ ହଜାର ହଜାର ପ୍ରବାସୀ

24/05/2020 at 4:13 PM

ବ୍ରହ୍ମପୁର ୨୪।୫: ପୁଣି ଫେରିଲେ ହଜାର ହଜାର ପ୍ରବାସୀ । ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍ ରେ ଫେରିଲେ। ବ୍ରହ୍ମପୁର ରେଳ ଷ୍ଟେସନରେ ଲିଗୁଛି ଗୋଟିଏ ପରେ ଗୋଟିଏ ଟ୍ରେନ୍ । ବର୍ତ୍ତମାନ ସୁଦ୍ଧା ବ୍ରହ୍ମପୁରରେ ପହଞ୍ଚିଲା ୫ଟି ଟ୍ରେନ୍। ଆଉ ୪ଟି ଟ୍ରେନ ରାତି ସୁଦ୍ଧା ପହଞ୍ଚିବା ସମ୍ଭାବନା ରହିଛି ।

ଗୋଟିଏ ଟ୍ରେନ ତାମିଲନାଡୁରୁ ୧୬୦୦ ରୁ ଅଧିକ ଲୋକଙ୍କୁ ନେଇ ଆସିଥିବା ବେଳେ ସେଥିରେ ୬୩୬ ଗଞ୍ଜାମ ଜିଲ୍ଲାର ଥିବା ଜଣାପଡିଛି ।

ଅନ୍ୟ ଏକ ଟ୍ରେନ ସୁରତରୁ ୧୬୦୦ରୁ ଅଧିକ ଲୋକଙ୍କୁ ନେଇ ଆସିଥିବା ବେଳେ ଏଥିରେ ଅଛନ୍ତି ୧୫୬୧ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି । ଅନ୍ୟ ଟ୍ରେନ୍ ରେ ମଧ୍ୟ ହଜାର ହଜାର ପ୍ରବାସୀ ଫେରିଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି।

   Related Posts