Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

କରୋନାରେ ଗଲା ପ୍ରବାସୀଙ୍କ ଜୀବନ, ଗୁଜୁରାଟରେ ଓଡିଆ ଯୁବକଙ୍କ ମୃତ୍ୟୁ

22/08/2020 at 4:13 PM

ସୋର ୨୨।୮: ପୁଣି କରୋନା ନେଲା ଜଣେ ପ୍ରବାସୀ ଓଡିଆଙ୍କ ଜୀବନ । କରୋନାରେ ସଂକ୍ରମିତ ଥିବା ଓଡିଆ ଯୁବକଙ୍କ ଗୁଜୁରାଟ ଭଦୋଦରାରେ ମୃତ୍ୟୁ ହୋଇଛି । ମୃତକ ହେଲେ ସୋର ଥାନା ବରହମପୁର ଗ୍ରାମର ଅମରେନ୍ଦ୍ର ଦିକ୍ଷୀତ ।

ଅମରେନ୍ଦ୍ର ଭଦୋଦରାର ଏକ ବେସରକାରୀ କମ୍ପାନୀରେ କାର୍ଯ୍ୟ କରୁଥିଲେ । କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ତାଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଗୁରୁବାର ରାତିରେ ତାଙ୍କର କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ଯାହାକୁ ନେଇ ପରିବାରଲୋକଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।

   Related Posts