Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଓଡିଶା-ଆନ୍ଧ୍ର ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା, ସଂଧ୍ୟାରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ଜଗନ

9/11/2021 at 11:02 AM

ଭୁବନେଶ୍ୱର ୦୯।୧୧ : ୨ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ବୈଠକ । ଆନ୍ଧ୍ରପ୍ରଦେଶ ଏବଂ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ  ବୈଠକ । ଲୋକସେବା ଭବନର ବସିଛି ବୈଠକ ।

ଖବର ଅନୁଯାୟୀ, ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଆଜି ଓଡିଶା ଗସ୍ତରେ ଆସୁଛନ୍ତି । ଏହି ସମୟରେ ସେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ  ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ । ସଂଧ୍ୟା ୫ଟାରେ ଲୋକସେବା ଭବନରେ ଲୋକସେବା କନ୍‌ଭେନ୍ସନ ହଲ୍‌ରେ ଏହି ବୈଠକ ଅନୁଷ୍ଠିତ ହେବ । ତେବେ ୨ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟରେ ବୈଠକ ପୂର୍ବରୁ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ବୈଠକ ବସିଛି । ଲୋକସେବା ଭବନରେ ୨ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ଆଲୋଚନା ଜାରି ରହିଛି । ଏହି ବୈଠକରେ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଛନ୍ତି ।   

   Related Posts