Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ବିଧାନସଭାରେ ପୁଣି ଧାନ ତାତି, ଗୃହ ୧୧ଟା ୩୦ ଯାଏଁ ମୁଲତବୀ

12/03/2021 at 10:49 AM

ଭୁବନେଶ୍ୱର ୧୨।୦୩: ବିଧାନସଭାରେ ପୁଣି ଧାନ ତାତି । ମଣ୍ଡିରେ ଧାନ କିଣାରେ ଅବ୍ୟବସ୍ଥାକୁ ବିରୋଧୀ ସଦସ୍ୟଙ୍କ ହଟଗୋଳ । ବାଚସ୍ପତିଙ୍କ ପୋଡିୟମ ନିକଟରେ ଆସି ହୋହାଲ୍ଲା ଓ ନାରାବାଜି । ଯାହାଫଳରେ ଗୃହକୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।

ଖବର ଅନୁଯାୟୀ, ଆଜିଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି । ଏହି ଅବସରରେ ବିଭାଗୀୟ ଖର୍ଚ୍ଚଦାବି ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ୩୧ରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ ହୋଇ ପାରିତ ହୋଇପାରେ।

ମଣ୍ତିରେ ଧାନ କିଣାରେ ଅବ୍ୟବସ୍ଥା, ଜଙ୍ଗଲରେ ନିଆଁ ଲାଗିବା, ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଗୃହରେ ସରକାରଙ୍କୁ ଘେରିବେ ବିରୋଧୀ। ମଣ୍ତିରୁ ସବୁ ଧାନ କିଣିବାକୁ ସରକାର ଗୃହରେ ଘୋଷଣା କରିଥିଲେ ବି ,ମଣ୍ତିରେ ଚାଷୀଙ୍କ ଧାନ ଏପର୍ଯ୍ୟନ୍ତ ପଡ଼ିରହିଛି। ତାକୁ ନେଇ ପୁଣି ଗୃହ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ଯୋଜନା କରିଛନ୍ତି ଉଭୟ କଂଗ୍ରେସ ଓ ବିଜେପି।

   Related Posts