Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଆଜି ଶେଷ ହୋଇପାରେ ବିଧାନସଭାର ବଜେଟ୍ ଅଧିବେଶନ

3/08/2019 at 9:14 AM

ଭୁବନେଶ୍ବର ୩|୮: ଆଜି ସରିପାରେ ବିଧାନସଭାର ବଜେଟ୍ ଅଧିବେଶନ। ଧାର୍ଯ୍ୟ ତାରିଖର ୪ ଦିନ ପୂର୍ବରୁ ବଜେଟ୍ ଅଧିବେଶନକୁ ସାରିବାକୁ ସରକାର ନେଇପାରନ୍ତି ନିଷ୍ପତ୍ତି । ସୂଚନା ଅନୁଯାୟୀ ସରକାର ଆଗତ କରିଥିବା ୩ଟି ବିଲ୍ ପାରିତ ହେବାପରେ ଗୃହକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରାଯାଇପାରେ।

ସାଧାରଣ ନିର୍ବାଚନ ପରେ ବିଧାନସଭା ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା। ପ୍ରଥମ ପର୍ଯ୍ୟାୟ ଜୁନ୍ ୨୫ରୁ ଆରମ୍ଭ ହୋଇ ଜୁଲାଇ ୨ ପର୍ଯ୍ୟନ୍ତ ଚାଲିଥିଲା। ଜୁଲାଇ ୧୨ରୁ ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ଅଗଷ୍ଟ ୮ ପର୍ଯ୍ୟନ୍ତ ଚାଲିବାକୁ ଦିନ ଧାର୍ଯ୍ୟ କରାଯାଇଥିଲା।

   Related Posts