ଆସନ୍ତାକାଲି ହେବ ଉପବାଚସ୍ପତି ନିର୍ବାଚନ, ଘୋଷଣା କଲେ ବାଚସ୍ପତି

Published By : Prameya-News7 Bureau | June 26, 2019 IST

ଭୁବନେଶ୍ବର ୨୬|୬: ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନର ଦ୍ବିତୀୟ ଦିନ । ଆସନ୍ତାକାଲି ହେବ ଉପବାଚସ୍ପତି ନିର୍ବାଚନ । ନିର୍ବାଚନ ନେଇ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ପୂର୍ବରୁ ରଜନୀକାନ୍ତ ସିଂଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି ।

ଆସନ୍ତା ୨୮ ତାରିଖରେ ଗୃହରେ ବଜେଟ୍ ଉପସ୍ଥାପନ କରିବେ ଅର୍ଥ ମନ୍ତ୍ରୀ । ଜୁଲାଇ ୩୧ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଗୃହରେ ପାରିତ ହେବ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.