Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଆସନ୍ତାକାଲି ହେବ ଉପବାଚସ୍ପତି ନିର୍ବାଚନ, ଘୋଷଣା କଲେ ବାଚସ୍ପତି

26/06/2019 at 11:52 AM

ଭୁବନେଶ୍ବର ୨୬|୬: ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନର ଦ୍ବିତୀୟ ଦିନ । ଆସନ୍ତାକାଲି ହେବ ଉପବାଚସ୍ପତି ନିର୍ବାଚନ । ନିର୍ବାଚନ ନେଇ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ପୂର୍ବରୁ ରଜନୀକାନ୍ତ ସିଂଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି ।

ଆସନ୍ତା ୨୮ ତାରିଖରେ ଗୃହରେ ବଜେଟ୍ ଉପସ୍ଥାପନ କରିବେ ଅର୍ଥ ମନ୍ତ୍ରୀ । ଜୁଲାଇ ୩୧ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଗୃହରେ ପାରିତ ହେବ । 

   Related Posts