Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ବିରୋଧୀଙ୍କ ହଟ୍ଟଗୋଳ, ଦିନ ସାଢେ ୧୧ଟା ଯାଏଁ ଗୃହ ମୁଲତବୀ

9/09/2021 at 11:15 AM

ଭୁବନେଶ୍ବର ୯।୯: ବିଧାନସଭା ମୌସୁମୀ ଅଧିବେଶନର ଶେଷ ଦିନରେ ବି ଚାଲି ପାରିଲାନି ପ୍ରଶ୍ନକାଳ। ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ବିରୋଧୀଙ୍କ ହଟ୍ଟଗୋଳ । ଗୃହର ମଧ୍ୟ ଭାଗକୁ ଆସି ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟହୋହଲ୍ଲା ଓ ନାରାବାଜି କରିଥିଲ । ଫଳରେ ଗୃହକୁ ଦିନ ୧୧ଟା ୩୦ମିନିଟ୍ ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଉଲ୍ଲେଖଯୋଗ୍ୟ ଯେ, ଖଣି ଦୁର୍ନୀତି ପ୍ରସଙ୍ଗରେ ଆସିଥିଲା ମୁଲତବୀ ପ୍ରସ୍ତାବ ।

ସେପଟେ ରାଜ୍ୟରେ ସାର ଅଭାବ ନେଇ ବିଜେଡି ବିଧାୟକଙ୍କ ଧାରଣା । ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଲେ ବିଜେଡି ବିଧାୟକ । ଫସଲ ବୀମାରେ ଚାଷୀ ଲାଭ ପାଉ, ଏମ୍‌ଏସ୍‌ପି ବୃଦ୍ଧି କରାଯାଉ, ସ୍ବାମୀନାଥନ ରିପୋର୍ଟ ଲାଗୁ କରାଯାଉ ବୋଲି ବିଜେଡି ଦାବି କରିଛି । କେନ୍ଦ୍ର ସରକାର-ତମ କମ୍ପାନୀ ପୋଷିବା ବନ୍ଦ ହେଉ ବୋଲି ବିଜେଡି ନାରାବାଜି କରିଛି ।

   Related Posts