Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ବିଧାନସଭାର ଶୀତ ଅଧିବେଶନ ଶେଷ, ନିର୍ଦ୍ଧାରିତ କାର୍ଯ୍ୟ ଦିବସର ୧୭ ଦିନ ପୂର୍ବରୁ ସରିଲା ଅଧିବେଶନ

28/11/2019 at 7:33 PM

ଭୁବନେଶ୍ୱର ୨୮।୧୧ :  ରାଜ୍ୟ ବିଧାନ ସଭାର ଶୀତ କାଳୀନ ଅଧିବେଶନ ଗୁରୁବାର ଶେଷ ହୋଇଛି। ଗୃହରେ ସରକାରୀ କାର୍ଯ୍ୟ ନଥିବାରୁ ବାଚସ୍ପତି ନିର୍ଦ୍ଧାରିତ ସମୟର ୧୭ ଦିନ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି। ନଭେମ୍ବର ୧୩ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା।

   Related Posts