ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବସିବ ବିଧାନସଭା ଅଧିବେଶନ

Published By : Prameya-News7 Bureau | September 03, 2020 IST

ଭୁବନେଶ୍ବର ୩।୯: ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଲୋକସଭା କାର୍ଯ୍ୟକାଳକୁ ଦେଖିବା ପରେ ହିଁ ଏ ନେଇ ନିଷ୍ପତ୍ତି ନିଆଯିବ ବୋଲି ବାଚସ୍ପତି କହିଛନ୍ତି ।

ବର୍ତ୍ତମାନ ରାଜସ୍ଥାନରେ ବିଧାନସଭା ବସିଛି । ଲୋକସଭା ବାଚସ୍ପତି ଓ ସଚିବଙ୍କ ସହ କଥା ହୋଇଛି ବୋଲି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି । ଗାଇଡ୍ ଲାଇନ୍ ଆସିବା ପରେ ଆମ ରାଜ୍ୟର କୋଭିଡ୍ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ କିପରି ବିଧାନସଭା ବସିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.