ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା

Published By : Prameya-News7 Bureau | March 01, 2021 IST

ଭୁବନେଶ୍ବର ୧।୩: କରୋନା କା ନେଲେ ବିଧାନସଭା ବାଚସ୍ପତି ଓ ଉପ-ବାଚସ୍ପତି । ବିଧାନସଭା ପରିସରରେ ଥିବା ହସ୍ପିଟାଲରେ ଟିକା ନେଇଛନ୍ତି । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଓ ଉପବାଚସ୍ପତି ରଜନୀକାନ୍ତ ସିଂହ ଟିକା ନେଇଛନ୍ତି । ଏହାସହ ୨୦ ଜଣ ମନ୍ତ୍ରୀ ଓ ବିଧାୟକ ମଧ୍ୟ କରୋନା ଟିକା ନେଇଛନ୍ତି ।

ପୂର୍ବରୁ କରୋନା ଟିକା ନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଧାନସଭା ପରିସରରେ ଥିବା ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ଟିକା ନେଇଥିଲେ ମୁଖ୍ୟମନ୍ତ୍ରୀ । ତେବେ ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା ଦେବା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକା ନେଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.