Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଆଜି ଚାଲିବ ତ ବିଧାନସଭା ? ମମିତା ମେହେର ପ୍ରସଙ୍ଗକୁ ନେଇ ୬ ଦିନ ହେଲା ଚାଲିପାରୁନି ଗୃହ

8/12/2021 at 8:25 AM

ଭୁବନେଶ୍ୱର ୦୮।୧୨ : ଆଜି ଚାଲିବ ତ ବିଧାନସଭା ।  ବିଧାନସଭା ଶୀତ ଅଧିବେଶନର ଆଜି ସପ୍ତମ ଦିନ । ମମିତା ମେହେର ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ ଲାଗି ଗତ ୬ଦିନ ହେଲା ଚାଲିପାରୁନାହିଁ ଗୃହ ।  

ସେହିପରି ଆଜି ବିଧାନସଭା ପ୍ରଶ୍ନ କାଳରେ କୃଷି ଓ କୃଷକ ସଶକ୍ତି କରଣ, ଖାଦ୍ୟ ଯୋଗାଣ , ସମବାୟ, ସ୍କୁଲ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା, ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଆଲୋଚନା ରହିଛି। ଏହା ସହିତ ସାଧାରଣ ପ୍ରଶାସନ ଏବଂ ଗୃହ ବିଭାଗର ଅତିରକ୍ତ ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ଏପଟେ କିନ୍ତୁ ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ୬ ଦିନ ହେଲା ଗୃହ ଅଚଳ । ବିଧାନସଭାକୁ ସୁରୁଖୁରୁରେ ଚଲାଇବା ପାଇଁ ସର୍ବଦଳୀୟ ବୈଠକ ଡକାଯାଇଥିଲା , ହେଲେ ବିରୋଧୀ ଦଳ ବିଜେପିର ସଦସ୍ୟମାନେ ବୈଠକରେ ଯୋଗ ଦେଲେ ନାହିଁ। ଯେଉଁଥି ଲାଗି କୌଣସି ପ୍ରକାର ନିଷ୍ପତ୍ତି ବାହାରିପାରିନାହିଁ। ତେବେ ଆଜି ପ୍ରଶ୍ନକାଳ ଚାଲିପାରିବ ନାହିଁ କି ତାକୁ ନେଇ ଆଶଙ୍କା ରହିଛି । କାରଣ ଉଭୟ ବିଜେପି ଓ କଂଗ୍ରେସ ଉଭୟ ନିଜ ନିଜ ଜିଦରେ ଅଟଳ ରହିଛନ୍ତି।

   Related Posts