Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||

ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ, ଆଜି ମଧ୍ୟ ଗୃହରେ ଉଠିପାରେ ସ୍ମିତାରାଣୀ ପ୍ରସଙ୍ଗ

15/11/2019 at 9:15 AM

ଭୁବନେଶ୍ବର ୧୫।୧୧: ବିଧାନସଭା ଶୀତ ଅଧିବେଶନର ଆଜି ତୃତୀୟ ଦିନ । ଆଜି ବି ପିଇଓ ସ୍ମୀତାରୀଣୀ ମୃତ୍ୟୁ ପ୍ରସଙ୍ଗରେ ଗୃହ ସରଗରମ ରହିପାରେ । ଘଟଣାର ସିବିଆଇ ତଦନ୍ତ ଦାବିରେ ବିରୋଧୀ ଅଟଳ ରହିବାରୁ ଗୃହ ଚାଲିପାରିନଥିଲା ।

ଗତକାଲି କଂଗ୍ରେସ  ସ୍ମିତାରାଣୀଙ୍କ  ପ୍ରସଙ୍ଗରେ  ଆଣିଥିବା ମୁଲତବୀ ପ୍ରସ୍ତାବ ଆଲୋଚନା ହୋଇଥିଲା । କିନ୍ତୁ ଆଲୋଚନା ବେଳେ ସେମିତି ପ୍ଲାକାର୍ଡ ଧରି ସିବିଆଇ ତଦନ୍ତ ଦାବିରେ ନାରାବାଜି ଜାରି ରଖିଥିଲେ ବିଜେପି ବିଧାୟକ ।ଏହାରି ଭିତରେ ଗୃହରାଷ୍ଟ୍ରମନ୍ତ୍ରୀ ଉତ୍ତର ରଖି କହିଥିଲେ ସ୍ମିତାରାଣୀ ଆତ୍ମହତ୍ୟା କରିଛନ୍ତି। ମନ୍ତ୍ରୀଙ୍କ ଉତ୍ତରରେ ସନ୍ତୁଷ୍ଟ ନହୋଇ କଂଗ୍ରେସ ସଦସ୍ୟ କକ୍ଷତ୍ୟାଗ କରିଥିଲେ। ଆଉ ମୁଲତବୀ ପ୍ରସ୍ତାବକୁ ନାକଚ କରିଥିଲେ ବାଚସ୍ପତି । ତେଣୁ ଆଜି ବି ବିଧାନସଭାରେ ସ୍ମୀତାରାଣୀ ଝଡ ଦେଖିବାକୁ ମିଳିପାରେ ।

   Related Posts