Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ସାରା ଦେଶରେ ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ ନିତି ଆୟୋଗଙ୍କ ତାଲିକାରେ ସପ୍ତମ ସ୍ଥାନରେ ଓଡିଶା

30/09/2019 at 10:58 PM

ଭୁବନେଶ୍ୱର – ଗୁଣାତ୍ମକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଓଡିଶା ସାରା ଦେଶରେ ସପ୍ତମ ସ୍ଥାନରେ ରହିଛି। ନିତି ଆୟୋଗଙ୍କ ପକ୍ଷରୁ ପ୍ରକାଶିତ ତାଲିକାରେ ଓଡିଶା ଏହି ସ୍ଥାନରେ ରହିଛି । ମୋଟ୍‌ ୨୦ଟି ରାଜ୍ୟରେ ଗୁଣାତ୍ମକ ଶିକ୍ଷା ପ୍ରଦାନକୁ ନେଇ ଏହି ତାଲିକା ପ୍ରସ୍ତୁତ କରାଯାଇଥିଲା । ଏହି ତାଲିକାର ପ୍ରଥମସ୍ଥାନରେ କେରଳ ରହିଥିବା ବେଳେ ରାଜସ୍ଥାନ ଦ୍ୱିତୀୟ ଓ କର୍ଣ୍ଣାଟକ ତୃତୀୟ ସ୍ଥାନରେ ରହିଛି ।

ଏ ବିଷୟରେ ବିଦ୍ୟାଳୟ ଓ ଗଣ ଶିକ୍ଷା ସଚିବ ଚିତ୍ରା ଅରମୁଗମ୍‌ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏହି ସଫଳତାକୁ ପ୍ରଶଂସା କରିଛନ୍ତି । ମୁଖ୍ୟ ଶାସନ ସଚିବ ଅସିତ ତ୍ରୀପାଠି ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଆର୍‌ ବାଲା କ୍ରୀଷ୍ଣନ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।

   Related Posts