Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||

ବିଜେଡି ବିରୋଧରେ ଅଭିଯୋଗ, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେପି

17/10/2020 at 4:59 PM

ଭୁବନେଶ୍ବର ୧୭।୧୦: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେପି । ତିର୍ତ୍ତୋଲରେ ବିଜେଡି କୋଭିଡ ନିୟମ ଓ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ଆଣିଛି ଦଳ । ତିର୍ତ୍ତୋଲ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ସମୟରେ ଓ ଅନ୍ୟ ଏକ କର୍ମୀ ସମ୍ମିଳନୀରେ ଶାସକ ଦଳ ନିୟମ ଭାଙ୍ଗିଛି ବୋଲି ଅଭିଯୋଗ ଆଣିଛି ଦଳ ।

ବିଜେପି ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ବରେ ଏକ ଟିମ୍ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି ।

   Related Posts