Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଓଡିଶା ବଜେଟ୍ ୨୦୨୧: ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି ବ୍ୟୟ ବରାଦ, ମୋ ସ୍କୁଲ ଓ ମୋ କଲେଜ୍ ପାଇଁ ୨୬୦ କୋଟି

22/02/2021 at 5:33 PM

ଭୁବନେଶ୍ଵର ୨୨।୦୨: ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ଆର୍ଥିକ  ବର୍ଷ ୨୦୨୧-୨୨ର ରାଜ୍ୟ ବଜେଟ୍ ବିଧାନସଭାରେ ଆଗତ କରିଛନ୍ତି। ୧  ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ ହୋଇଛି। ପ୍ରଶାସନିକ ବ୍ୟୟ ୮୫ ହଜାର କୋଟି ରଖାଯାଇଥିବା ବେଳେ କାର୍ଯ୍ୟକ୍ରମ ବ୍ୟୟ ୭୫  ହଜାର କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।

ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ ରାଜ୍ୟ ସରକାର କୋଟି ବ୍ୟୟବରାଦ ହୋଇଛି। ଆଦର୍ଶ ସ୍କୁଲ ପାଇଁ ୨୮୦ କୋଟି ଟଙ୍କା ବ୍ୟୟବରାଦ ଏବଂ ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୯୫୭ କୋଟି ବ୍ୟୟବରାଦ କରାଯାଇଛି। ମୋ ସ୍କୁଲ ପାଇଁ ୨୫୩ କୋଟି ଓ ମୋ କଲେଜ ପାଇଁ ୭ କୋଟି ବ୍ୟୟ ଅଟକଳ କରାଯାଇଛି। ସତ୍ୟବାଦୀ ଓଡିଆ ବିଶ୍ଵ ବିଦ୍ୟାଳୟ ପାଇଁ ୧୦ କୋଟି ଟଙ୍କା ବ୍ୟବସ୍ଥା ରହିଛି।

   Related Posts