Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଟ୍ରାଭେଲ୍ସ ବିଲ୍ ମାମଲାରେ ପାଠକ ବାପା-ପୁଅଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
  • ||
  • ଚଣ୍ଡିଖୋଲ : ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ, ଦୁଇ ଆହତ
  • ||
  • ଚଣ୍ଡିଖୋଲ : ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର
  • ||
  • ଭୁବନେଶ୍ବର : ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା
  • ||
  • କଟକ : ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, CBI ତଦନ୍ତ ଶିଥିଳତା ମାମଲାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ହାଇକୋର୍ଟ
  • ||
  • ବଲାଙ୍ଗୀର : ବସ୍ ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ, NH ଅବରୋଧ କଲେ ସ୍ଥାନୀୟ ଲୋକ
  • ||
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଓଡିଶା ବଜେଟ୍ ୨୦୨୧: ପାଇପ୍ ଯୋଗେ ପାନୀୟ ଜଳ ପାଇଁ ୧୨ ହଜାର କୋଟି , ସ୍ଵଚ୍ଛ ଭାରତ ମିଶନ ପାଇଁ ୪୧୫ କୋଟି ବ୍ୟୟ ବରାଦ

22/02/2021 at 6:29 PM

ଭୁବନେଶ୍ଵର ୨୨।୦୨: ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି। ମୋଟ୍ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ ହୋଇଛି। କୃଷି ପାଇଁ ୨୦  ହଜାର କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। କାଳିଆ  ଯୋଜନା ପାଇଁ ରାଜ୍ୟ ସରକାର ବଜେଟ୍‌ରେ ୧୮୦୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି।  ଏଥିସହ ପାନୀୟ ଜଳ ଯୋଗାଣ ପ୍ରତି ରାଜ୍ୟ ସରକାର ଗୁରୁତ୍ଵ ଦେଇଛନ୍ତି।

ପାଇପ୍ ଯୋଗେ ପାନୀୟ  ଜଳ ପାଇଁ ୧୨ ହଜାର କୋଟି ନିବେଶ ଲକ୍ଷ୍ୟ ରଖାଯାଇଛି। ବସୁଧା ଯୋଜନାରେ ୨୪୧୯ କୋଟି ବ୍ୟୟ ବରାଦ ଲକ୍ଷ୍ୟ ରହିଛି। ସ୍ଵଚ୍ଛ ଭାରତ ମିଶନ ପାଇଁ ବଜେଟ୍‌ରେ ୪୧୫ କୋଟି ଟଙ୍କାର ବ୍ୟୟବରାଦ ହୋଇଛି। ୫ ଲକ୍ଷ ପକ୍କା ଘର ନିର୍ମାଣ ପାଇଁ ୩ ହଜାର ଏବଂ ସହରୀ ଶ୍ରମ ନିଯୁକ୍ତି ଯୋଜନା ମୁକ୍ତା ଆରମ୍ଭ କରାଯିବା ନେଇ ରାଜ୍ୟ ସରକାର ବଜେଟ୍‌ରେ ଘୋଷଣା କରିଛନ୍ତି।

   Related Posts