Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଆଜି ବିଧାନସଭାରେ ଆସିବ ଅନ୍ତରୀଣ ବଜେଟ୍ ; ଉପସ୍ଥାପିତ କରିବେ ଅର୍ଥମନ୍ତ୍ରୀ ଶଶୀଭୂଷଣ ବେହେରା

7/02/2019 at 8:12 AM

ଭୁବନେଶ୍ବର ୭|୨: ଆଜି ବିଧାନସଭାରେ  ଅନ୍ତରୀଣ ବଜେଟ୍ ବା ଭୋଟ୍ ଅନ୍ ଆକାଉଣ୍ଟ ଆଗତ ହେବ ।   ଅପରାହ୍ନରେ ଅର୍ଥମନ୍ତ୍ରୀ ଶଶୀଭୂଷଣ ବେହେରା ବଜେଟ ଉପସ୍ଥାପନ କରିବେ ।  ପାଖାପାଖି ୧ଲକ୍ଷ ୩୨ ହଜାର ୬୬୦ କୋଟି ଟଙ୍କାର ବଜେଟ୍ ପ୍ରସ୍ତୁତ କରାଯାଇଛି ।  ଯାହା ଗତବର୍ଷ ମୂଳ ବଜେଟର ପାଖାପାଖି ୧୦ ପ୍ରତିଶତ ଅଧିକ ।  ତେବେ ୪ମାସ ପାଇଁ ୫୨ ହଜାର କୋଟିର ଲେଖାନୁଦାନକୁ ୮ ତାରିଖ ଦିନ ବିଧାନସଭାରେ ପାରିତ କରାଯିବ ।  ୨୦୧୮-୧୯ ଆର୍ଥିକ ବର୍ଷରେ ୧ ଲକ୍ଷ ୨୦ ହଜାର ୨୮ କୋଟି ଟଙ୍କା ବଜେଟ ଅନୁମାଦିତ ହୋଇଥିଲା । ପରେ ଅତିରିକ୍ତ ବଜେଟର ୧୨ ହଜାର ୭୯୦ କୋଟି ଟଙ୍କା ଖର୍ଚ୍ଚ ପାଇଁ ଗୃହ ଅନୁମତି ଦେଇଥିଲା ।

   Related Posts