Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ ବୈଠକ

3/09/2018 at 10:47 AM

ଭୁବନେଶ୍ବର ୩|୯: ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ ବୈଠକ । ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍ ବୈଠକ । ଆଗକୁ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସରକାର କିଛି ଜନକଲ୍ୟାଣକାରୀ ଯୋଜନା ଉପରେ ମୋହର ମାରିବାର ସମ୍ଭାବନା ରହିଛି । ମୌସୁମୀ ଅଧିବେଶନରେ ଏ ସଂକ୍ରାନ୍ତରେ କିଛି ବିଲ୍ ଆଣିବାପାଇଁ ହଠାତ୍ କ୍ୟାବିନେଟ୍ ବୈଠକ ଡକାଯାଇଥିବା କୁହାଯାଉଛି । ସେପଟେ ସେପ୍ଟେମ୍ବରରେ ୬୬ଟି ପୌରାଞ୍ଚଳର କାର୍ଯ୍ୟକାଳ ସରୁଛି । କାର୍ଯ୍ୟକାଳ ଅବଧି ବୃଦ୍ଧି ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇପାରେ । କାଲିଠୁ ବିଧାନସଭାରେ ମୌସୁମୀ ଅଧିବେଶନ ଆରମ୍ଭ ହେବ । ଅଧିବେଶନ ପୂର୍ବରୁ ଏହି ବୈଠକ ଡକାଇଯାଇଥିବାରୁ ବୈଠକର ଏଜେଣ୍ଡା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି।

   Related Posts