Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||
  • ବୁଧବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଦିନକିଆ ସିରିଜ୍
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ ବୈଠକ : ୧୧ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

26/09/2019 at 11:05 AM

ଭୁବନେଶ୍ବର ୨୬।୯: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟା ୪୫ମିନିଟ୍ ରେ ରାଜ୍ୟ କ୍ୟାବିନେଟର ଏକ ଜରୁରୀ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହେବ । ବୈଠକରେ ମୋଟ୍ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିବ ବୋଲି ସୂଚନା ମିଳିଛି । ଅର୍ଥ, ସାଧାରଣ ପ୍ରଶାସନ, ନଗର ଉନ୍ନୟନ, ଆଇନ, ସମବାୟ ଏବଂ ପଞ୍ଚାୟତିରାଜ ଭଳି ବିଭାଗର ପ୍ରସ୍ତାବ ଉପରେ ମୋହର ବାଜିବ ।

   Related Posts