Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ; ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ

2/02/2019 at 8:03 AM

ଭୁବନେଶ୍ବର ୨|୨: ମାତ୍ର ୩ ଦିନ ପରେ  ଆଜି ପୁଣି ଥରେ କ୍ୟାବିନେଟ୍ ବୈଠକ ଡକାଯାଇଛି । ଆଜି ଅପରାହ୍ନ ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ । କ୍ୟାବିନେଟ ପ୍ରସ୍ତାବ କୌଣସି ମନ୍ତ୍ରୀଙ୍କୁ ଦିଆଯାଇନଥିଲେ ବି  କ୍ୟାବିନେଟରେ ବଡ଼ ଘୋଷଣା ହେବାର ସମ୍ଭାବନା ରହିଛି। କାଳିଆ ଯୋଜନାକୁ ଅଧିକ କାର୍ଯ୍ୟକ୍ଷମ କରିବା ସହ ଜଳ ସେଚନ ପାଇଁ ସରକାର ବଡ଼ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। କ୍ୟାବିନେଟ ବୈଠକ ପରେ ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ବସିବ। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ଉପସ୍ଥାପନ ହେବାକୁ ଥିବା କାମଚଳା ବଜେଟକୁ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ ମିଳିବ।

   Related Posts