Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଆସନ୍ତା ଜୁଲାଇ ୨ରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

28/06/2018 at 10:32 AM

ଆସନ୍ତା ଜୁଲାଇ ୨ ସୋମବାରଠୁ ଖୋଲୁଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ | ପୂର୍ବ ଭଳି ସାଧାରଣ ଲୋକେ ଅଭିଯୋଗ ପ୍ରକୋଷ୍ଠକୁ ଆସି ନିଜ ନିଜର ଅଭିଯୋଗ ସମ୍ପର୍କରେ ଜଣାଇପାରିବେ | ଏହା ସହ ଜିଲ୍ଲା ସ୍ତରରେ ଜିଲ୍ଲାପାଳ, ଏସପିଙ୍କ ପ୍ରକୋଷ୍ଠଗୁଡିକ ମଧ୍ୟ ଜୁଲାଇ ୨ତାରିଖରେ ଖୋଲିବା |

   Related Posts