Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||

କରୋନା ଆକ୍ରାନ୍ତ ୨ ଜଣ ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

11/07/2020 at 3:48 PM

ଭୁବନେଶ୍ବର ୧୧/୭: କରୋନା ଆକ୍ରାନ୍ତ ନୀଳଗିରି ଓ ସାଲେପୁର ବିଧାୟକଙ୍କ ସହ ଟେଲିଫୋନରେ କଥା ହୋଇ ସେମାନଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ଆକ୍ରାନ୍ତ କରୋନା ଯୋଦ୍ଧାଙ୍କ ସହିତ ମଧ୍ୟ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ହସ୍ପିଟାଲରେ ବ୍ୟବସ୍ଥା ନେଇ ମଧ୍ୟ ଆକ୍ରାନ୍ତଙ୍କ ସହିତ କଥା ହୋଇଛନ୍ତି । ବରିଷ୍ଠ ଅଧିକାରୀ ମାନେ ନିୟମିତ ଭାବେ କରୋନା ଯୋଦ୍ଧା ଓ ଆକ୍ରାନ୍ତଙ୍କ ସହିତ କଥାବାର୍ତ୍ତା ହୋଇ ଫିଡବ୍ୟାକ୍  ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts