Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||

ରାଜ୍ୟରେ କରୋନା ସ୍ଥିତି ଓ ମୁକାବିଲା ନେଇ ସମୀକ୍ଷା, ଟେଷ୍ଟିଙ୍ଗ କିଟ୍ ଏବଂ ଚିକିତ୍ସା ଉପକରଣ ଯୋଗାଇବାକୁ ଦାବି କଲା ଓଡିଶା

1/04/2020 at 2:03 PM

ଭୁବନେଶ୍ୱର ୦୧।୦୪: କରୋନା ସ୍ଥିତି ନେଇ ସମୀକ୍ଷା। ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଏବଂ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସହ ମୁଖ୍ୟ ଶାସନ ସଚିବ ଆଲୋଚନା କରିଛନ୍ତି । ଲୋକସେବା ଭବନରେ ଭିଡ଼ିଓ କନଫରେସିଂ ଜରିଆରେ ଆଲୋଚନା ହୋଇଛି । ଏଥିରେ ରାଜ୍ୟ ଗୃହ ସଚିବ ଏବଂ ପୋଲିସ ଡିଜି ଉପସ୍ଥିତ ଥିଲେ ।

 ନିଜାମୁଦ୍ଦିନ ଜମାତିରେ ସାମିଲ ହୋଇଥିବା ବ୍ୟକ୍ତିମାନଙ୍କୁ ଖୋଜା ଉପରେ ଜୋର ଦିଆଯାଇଛି । ପୋଲିସ ଏହି ବ୍ୟକ୍ତି ମାନଙ୍କୁ ଠାବ କରିବାକୁ କେନ୍ଦ୍ର ନିର୍ଦ୍ଦେଶ ଦେଇଛି । ଆଲୋଚନା ସମୟରେ ଅଧିକ ଟେଷ୍ଟିଙ୍ଗ କିଟ୍  ଏବଂ ଚିକିତ୍ସା ଉପକରଣ ଯୋଗାଇବାକୁ କେନ୍ଦ୍ର ନିକଟରେ ରାଜ୍ୟ ଦାବି ରଖିଛି । ବ୍ୟାଙ୍କ ସେବା ଅବ୍ୟାହତ ରଖିବା ଉପରେ ଗୁରୁତ୍ବ ଦିଆଯାଇଛି । ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ପ୍ୟାକେଜ ଲୋକଙ୍କ ପାଖରେ ଠିକ ଭାବେ ପହଞ୍ଚାଇବା ସହ ଲକଡାଉନକୁ କଡାକଡି ଭାବେ ଲାଗୁ କରିବାକୁ କେନ୍ଦ୍ର ପରାମର୍ଶ ଦେଇଛି ।

   Related Posts