Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଫିଲ୍ମ ନିର୍ମାତା ଚକ୍ରଧର ସାହୁଙ୍କ ପରଲୋକ

6/02/2019 at 9:05 AM

ଭୁବନେଶ୍ବର ୬|୨: ନିର୍ମାତା, ନିର୍ଦ୍ଦେଶକ ତଥା ଚଳଚ୍ଚିତ୍ର ସମ୍ପାଦକ ଚକ୍ରଧର ସାହୁଙ୍କ ପରଲୋକ ହୋଇଯାଇଛି । ଚିକିତ୍ସାଧିକ ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ବୟସ ହୋଇଥିଲା । ‘ନୀଳ ମାଷ୍ଟ୍ରାଣୀ’, ‘ତୁମକୁ ପାରୁନି ତ ଭୁଲି’, ‘କେବେ ତୁମ ନାହଁ କେବେ ମୁଁ ନାହିଁ’, ‘ମୀମାଂସା’ ଭଳି ଫିଲ୍ମର ସେ ନିର୍ଦ୍ଦେଶନା ଦେଇଥିଲେ । ତାଙ୍କ ଦେହାନ୍ତରେ ଓଲିଉଡ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି ।

   Related Posts