Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ପ୍ରଧାନମନ୍ତ୍ରୀଙ୍କ ଘୋଷଣାର ୨୪ ଘଣ୍ଟା ମଧ୍ୟରେ ଓଡିଶାକୁ ମିଳିଲା ବାତ୍ୟା ସହାୟତା, କେନ୍ଦ୍ର ସରକାର ଦେଲେ ୫୦୦ କୋଟି ଟଙ୍କା

23/05/2020 at 3:57 PM

ଭୁବନେଶ୍ୱର, ୨୩|୦୫: ପ୍ରଧାନମନ୍ତ୍ରୀ ଓଡିଶା ପାଇଁ ଅମ୍ଫାନ ହେତୁ କ୍ଷୟକ୍ଷତି ବାବଦରେ ଅଗ୍ରୀମ ୫୦୦ କୋଟି ଟଙ୍କା ଘୋଷଣା କରିଥିଲେ । ତେବେ ଏହି ଘୋଷଣାର ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ର ଗୃହ ମନ୍ତ୍ରାଳୟ ତରଫରୁ ରାଜ୍ୟ ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ଅର୍ଥ ବ୍ୟୟବରାଦ ହୋଇଛି ।

ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ବାତ୍ୟା ଅମ୍ଫାନ କ୍ଷୟକ୍ଷତିର ସମୀକ୍ଷା କରିଥିଲେ । ସେ ଆକାଶମାର୍ଗରୁ ଉଭୟ ବାତ୍ୟା ପ୍ରଭାବିତ ରାଜ୍ୟ ପଶ୍ଚିମବଙ୍ଗ ଓ ଓଡିଶାରେ ସ୍ଥିତି ସମୀକ୍ଷା କରିଥିଲେ । ଏହାସହ କ୍ଷତିପୂରଣ ବାବଦରେ ପଶ୍ଚିମବଙ୍ଗ ପାଇଁ ୧୦୦୦ କୋଟି ଓ ଓଡିଶା ପାଇଁ ୫୦୦ କୋଟି ଚଙ୍କା ଘୋଷଣା କରିଥିଲେ ।

ତେବେ ପ୍ରଧାନମନ୍ତ୍ରୀଙ୍କ ଘୋଷଣାର ୨୪ ଘଣ୍ଟା ମଧ୍ୟରେ ରାଜ୍ୟକୁ ୫୦୦ କୋଟି ମିଳିଯାଇଛି । କେନ୍ଦ୍ର ସରକାର ଏହି ସହାୟତା ରାଶି ପ୍ରଦାନ କରିଛନ୍ତି । ଏନେଇ ଏସଆରସି ପ୍ରଦୀପ ଜେନା ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ।

   Related Posts