Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ବିଦା ହେଲେ ୪ କୋଚ୍‌, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ

1/12/2021 at 2:07 PM

ଭୁବନେଶ୍ବର ୧।୧୨: ୪ କୋଚଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ ୪ କୋଚଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଭଲିବଲ କୋଚ ପ୍ରଭାକର ତ୍ରିପାଠୀ, ବକ୍ସିଂ କୋଚ ଶଙ୍କର ଅଧିକାରୀ, ହ୍ୟାଣ୍ଡବଲ୍‌ କୋଚ ମନୋଜ ଦାସ ଓ ଭଲିବଲ୍‌ କୋଚ ଜ୍ଞ୍ୟାନେନ୍ଦ୍ର ବଢ଼େଇଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

   Related Posts