Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ହକି ପାଇଁ ଛୁଟି : ହକି ବିଶ୍ବକପ୍ ପାଇଁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

26/11/2018 at 2:06 PM

ଭୁବନେଶ୍ବର ୨୬|୧୧:  ହକି ପାଇଁ ସରକାରୀ ଛୁଟି । ପୁରୁଷ ବିଶ୍ବକପ୍ ହକି ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୨୭ରେ ବିଶ୍ବକପ୍ ଉଦଘାଟନୀ ସମାରୋହ ପାଇଁ ଭୁବନେଶ୍ବରରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ରାଜ୍ୟର ଅନ୍ୟ ଅଞ୍ଚଳରେ ସମସ୍ତ ଶିକ୍ଷାନୁଷ୍ଠାନ ଅପରାହ୍ନ ୧ଟା ୩୦ ମିନିଟ୍  ଠାରୁ ବନ୍ଦ ରହିବ । ଭୁବନେଶ୍ବର ସମେତ ସାରା ରାଜ୍ୟର ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ଆସନ୍ତାକାଲି ବିଶ୍ବକପ ହକି ଉଦଘାଟନୀ ଉତ୍ସବ ପାଇଁ ଅପରାହ୍ନ ୧ଟା ୩୦ରୁ ବନ୍ଦ ରହିବ । ନଭେମ୍ବର ୨୮ ବୁଧବାର ଦିନ କଟକର ସମସ୍ତ ଶିକ୍ଷାନୁଷ୍ଠାନ ଓ ସରକାରୀ କାର୍ଯ୍ୟାଳୟ ଅପରାହ୍ନ ୧ଟା ୩୦ ମିନିଟ୍  ଠାରୁ ବନ୍ଦ ରହିବ।

   Related Posts