Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ମିଶନ ଶକ୍ତି ପାଇଁ ୪୫୩ କୋଟି ୫୦ ଲକ୍ଷ ଟଙ୍କାର କୋଭିଡ୍ ପ୍ୟାକେଜ୍ ଘୋଷଣା କଲେ ରାଜ୍ୟ ସରକାର

16/07/2021 at 8:56 PM

ଭୁବନେଶ୍ବର ୧୬/୦୭ : ମିଶନ ଶକ୍ତି ପାଇଁ ସ୍ବତନ୍ତ୍ର କୋଭିଡ୍‌ ପ୍ୟାକେଜ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସହାୟତା ସ୍ବରୁପ ମିଶନ ଶକ୍ତି ପାଇଁ ରାଜ୍ୟ ସରକାର ୪୫୩ କୋଟି ୫୦ ଲକ୍ଷ ଟଙ୍କାର କୋଭିଡ୍‌ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି । ସେଥି ମଧ୍ୟରୁ ଆବର୍ତ୍ତନ ପାଣ୍ଠି ପାଇଁ ୪୪ ଲକ୍ଷ ୫୦ ହଜାର ଟଙ୍କାର ପ୍ୟାକେଜ ଘୋଷଣା କରାଯାଇଥିବା ବେଳେ ମିଶନ ଶକ୍ତି ଋଣ ସୁଧ ରିହାତି ପାଇଁ ୨୦୦ କୋଟି ଟଙ୍କା, ୩୩୮ ବ୍ଲକରେ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୧୬୯ କୋଟି ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ କହିଛନ୍ତି, ‘ମିଶନ ଶକ୍ତି ମାଆମାନେ ଓଡିଶା ବିକାଶ ବାହିନୀ’ । ମହିଳାମାନଙ୍କ ବିକାଶ କ୍ଷେତ୍ରରେ ମିଶନ ଶକ୍ତି ବେଶ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ।

   Related Posts