Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବଢିଲା ହାଉସ୍ ସର୍ଜନଙ୍କ ଷ୍ଟାଇପେଣ୍ଡ୍, ମାସିକ ୨୦ ହଜାରରୁ ୨୮ ହଜାର ଟଙ୍କାକୁ ବୃଦ୍ଧି

30/01/2021 at 11:20 AM

ଭୁବନେଶ୍ବର ୩୦।୧: ବଢ଼ିଲା ସରକାରୀ ମେଡିକାଲ କଲେଜ ହାଉସ୍‌ ସର୍ଜନଙ୍କ ଷ୍ଟାଇପେଣ୍ଡ୍ । ମାସିକ ୨୦ ହଜାରରୁ ୨୮ ହଜାର ଟଙ୍କାକୁ ଷ୍ଟାଇପେଣ୍ଡ ବୃଦ୍ଧି କଲେ ରାଜ୍ୟ ସରକାର । ୨୦୨୧ ଜାନୁଆରୀରୁ ୩ ବର୍ଷ ପାଇଁ ଏହି ବର୍ଦ୍ଧିତ ଷ୍ଟାଇପେଣ୍ଡ ଲାଗୁ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ଡିଏମଇଟିକୁ ଚିଠି ଲେଖିଛନ୍ତି ସରକାରଙ୍କ ଉପ ସଚିବ ରାଜେଶ କୁମାର ଅଗ୍ରଓ୍ବାଲା । ଷ୍ଟାଇପେଣ୍ଡ ବୃଦ୍ଧି ଦାବିରେ ଆନ୍ଦୋଳନ କରିବାକୁ ହାଉସ୍‌ ସର୍ଜନମାନେ ଧମକ ଦେଇଥିଲେ ।

   Related Posts