Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ନୂଆଁଖାଇରେ ରାଜ୍ୟ ସରକାରଙ୍କ ଭେଟି, ୩୭ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ କିସ୍ତି

11/09/2021 at 7:05 PM

ଭୁବନେଶ୍ବର ୧୧/୦୯ : ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି । ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା । ୩୭ ଲକ୍ଷ ଚାଷୀଙ୍କୁ ଆକାଉଣ୍ଟକୁ ୭୪୩ କୋଟି ଟଙ୍କା ପଠାଇଲେ ରାଜ୍ୟ ସରକାର । ରବି ଫସଲ ପାଇଁ ଚାଷୀଙ୍କୁ ମିଳିଲା କାଳିଆ ଯୋଜନାର ସହାୟତା ରାଶି ।

କାଳିଆ ଯୋଜନାର ବିଭିନ୍ନ କିସ୍ତିରେ ରାଜ୍ୟର ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି । ଆଜି ସୁଦ୍ଧା କାଳିଆ ଯୋଜନାରେ ରାଜ୍ୟର ଚାଷୀଙ୍କୁ ମୋଟ ୩୨୦୦ କୋଟି ଟଙ୍କା ସହାୟତା ପ୍ରଦାନ କରିସାରିଲେଣି ରାଜ୍ୟ ସରକାର ।

   Related Posts