Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦ୍ୱିତୀୟ ଲହରର କରୁଣ ଚିତ୍ର : ହସ୍ପିଟାଲରେ ବେଡ୍ ନାହିଁ, ଫୁଟ୍ ପାଥ୍‌ରେ ଶୋଇଛନ୍ତି କରୋନା ସଂକ୍ରମିତ
  • ||
  • ରାଉରକେଲା : ଦିଲ୍ଲୀରେ ଅକ୍ସିଜେନ୍ ସଙ୍କଟ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରୁ ପଠାଗଲା ଅକ୍ସିଜେନ୍ ଟ୍ୟାଙ୍କର
  • ||
  • ଯାଜପୁର : ଅକ୍ସିଜେନ୍ ସଙ୍କଟ, ଯାଜପୁରରୁ ବିଶାଖାପାଟଣା ଓ ପୁଣେ ଗଲା ୨ଟି ଅକ୍ସିଜେନ୍ ଟ୍ୟାଙ୍କର
  • ||
  • ଅନୁଗୋଳ : ଅନୁଗୋଳ ଜିଲ୍ଲାର ୨ଟି ମ୍ୟୁନିସିପାଲଟି ସଟଡାଉନ୍, କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ନବମିଶ୍ର କଲୋନୀ
  • ||
  • କଳାହାଣ୍ଡି : ପୋଲିସ ରିଜର୍ଭ ଅଫିସରେ ସର୍ଜନ ଓ OAPF ଯବାନଙ୍କ ମଧ୍ୟରେ ମାଡ ଘଟଣା, ଉଭୟଙ୍କୁ ନିଲମ୍ବିତ କଲେ ଏସପି
  • ||
  • କଳାହାଣ୍ଡି : ଜିଏସଟି ଏନଫୋର୍ସମେଣ୍ଟ ଟିମ୍‌ର ଚଢାଉ, ଟ୍ରକ୍‌ରୁ ୫ ଲକ୍ଷ ୩୫ ହଜାର ଟଙ୍କା ଜରିମାନା ଆଦାୟ
  • ||
  • କରୋନା ବେଲଗାମ୍, ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୩୨ ହଜାରରୁ ଅଧିକ କେସ୍, ୨୨୬୩ ମୃତ
  • ||
  • ଦୁର୍ଘଟଣାରେ ଆହତ ହେଲେ ମଞ୍ଚ କଳାକାର ରତିକାନ୍ତ ବେହେରା, ହସ୍ପିଟାଲରେ ଭର୍ତ୍ତି
  • ||
  • ଚାଲିଥିଲା ଚୋରା ବନ୍ଧୁକ କାରବାର, ମାଡିବସିଲା ପୋଲିସ, ପିସ୍ତଲ ଜବତ
  • ||
  • ସଂକ୍ରମଣ ସାଙ୍ଘାତିକ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୨୧୫ ପଜିଟିଭ୍
  • ||

୧୧ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ : ଦୁଇ ଜଣଙ୍କୁ ବହିଷ୍କୃତ ଓ ୯ଜଣଙ୍କ ପେନସନ ବନ୍ଦ

26/10/2019 at 10:50 AM

ଭୁବନେଶ୍ବର ୨୬।୧୦: ଭିଜିଲାନ୍ସ ମାମଲା ରହିଥିବା କର୍ମଚାରୀଙ୍କ ଉପରେ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ୧୧ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୧୧ ଅଧିକାରୀଙ୍କ ବିରୋଧରେ ରାଜସ୍ବ ବିଭାଗ କାର୍ଯ୍ୟାନୁଷ୍ଠାନ ନେଇଛି । ଦୁଇ ଓଏଏସ ବିଜୟିନୀ ବିଶ୍ବାଳ ଓ ପ୍ରଦୀପ ବେହେରା ବହିଷ୍କୃତ ହୋଇଛନ୍ତି । ସେହିପରି ଅନ୍ୟ ୯ ଜଣଙ୍କ ପେନସନ ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି । ସମସ୍ତ ଅଧିକାରୀଙ୍କ ବିରୋଧରେ ପୂର୍ବରୁ ଭିଜିଲାନ୍ସ ମାମଲା ରହିଛି ।

ନବୀନ ଏଥର ପୁଣି କ୍ଷମତାକୁ ଫେରିବା ପରେ 5-T କାର୍ଯ୍ୟକ୍ରମକୁ ସବୁ ସ୍ତରରେ ବହୁଳ ବ୍ୟବହାର ପାଇଁ ପ୍ରୟାସ କରୁଛନ୍ତି । ସେଥିରେ ଟ୍ରାନସପାରେନ୍ସି ବା ସରକାରୀ ବ୍ୟବସ୍ଥାରେ ସ୍ବଚ୍ଛତା ପାଇଁ ଗୁରୁତ୍ବ ଦିଆଯାଉଛି । ଏହାର ଫଳ ସ୍ବରୂପ ଦୁର୍ନୀତିଗ୍ରସ୍ତ ଓ ନିକମା କର୍ମଚାରୀଙ୍କ ବିରୋଧରେ ନିଆଯାଉଛି କାର୍ଯ୍ୟାନୁଷ୍ଠାନ ।

   Related Posts