Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

କୋଣାର୍କ ପରିଦର୍ଶନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍ ଜାଭେରୀ

19/08/2018 at 9:00 AM

କୋଣାର୍କ ୧୯/୮ : କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍ ଜାଭେରୀ । ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍ ଜାଭେରୀ ଆଜି ସୂର୍ଯ୍ୟ ମନ୍ଦିର ବୁଲି ଦେଖିଛନ୍ତି । ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ଚନ୍ଦ୍ରଭାଗା ବେଳାଭୂମି ବୁଲି ଦେଖିଛନ୍ତି ଜାଭେରୀ । ଏହାପରେ ରାମଚଣ୍ଡୀ ଯାଇ ମା ରାମଚଣ୍ଡୀଙ୍କୁ ମଧ୍ୟ ଦର୍ଶନ କରିଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ।

   Related Posts