କୋଣାର୍କ ପରିଦର୍ଶନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍ ଜାଭେରୀ
19/08/2018 at 9:00 AM

କୋଣାର୍କ ୧୯/୮ : କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍ ଜାଭେରୀ । ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍ ଜାଭେରୀ ଆଜି ସୂର୍ଯ୍ୟ ମନ୍ଦିର ବୁଲି ଦେଖିଛନ୍ତି । ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ଚନ୍ଦ୍ରଭାଗା ବେଳାଭୂମି ବୁଲି ଦେଖିଛନ୍ତି ଜାଭେରୀ । ଏହାପରେ ରାମଚଣ୍ଡୀ ଯାଇ ମା ରାମଚଣ୍ଡୀଙ୍କୁ ମଧ୍ୟ ଦର୍ଶନ କରିଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ।