Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

19/06/2019 at 12:32 PM

ଭୁବନେଶ୍ବର ୧୯|୬: ଆଜି ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ । ସଚିବାଳୟରେ ପରୀକ୍ଷା ଫଳ ଘୋଷଣା ହୋଇଛି । ଉଭୟ ଅନଲାଇନ ଓ ଅଫ୍ ଲାଇନରେ ରେଜଲ୍ଟ ପ୍ରକାଶ ପାଇଛି । www.ojee.nic.in ଏବଂ www.odishajee.com ଓ୍ବେବସାଇଟ୍ ରେ ରାଙ୍କ କାର୍ଡ ଉପଲବ୍ଧ । ଏମବିଏରେ ପ୍ରଦୀପ କୁମାର କମ୍ପ ଟପ୍ପର ହୋଇଛନ୍ତି । ଏମସିଏରେ ସ୍ମିତାରାଣୀ ସ୍ମିତାରାଣୀ ଚୌଧୁରୀ, ଏମଟେକ୍ ରେ ପ୍ରଦୀପ ବାରିକ୍, ବି.ଫାର୍ମରେ ସମୀର କୁମାର ପାଢୀ,, ଏମ.ଫାର୍ମରେ ଅତ୍ୟୁର୍ମିଲା ଚକ୍ରବର୍ତ୍ତୀ,

ପିଜି କୋର୍ସ ପାଇଁ ୧୭ ହଜାର ୩୫୫ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ଏମ୍.ଫାର୍ମା , ଇଂଜିନିୟରିଂ ପାଇଁ ପ୍ରାୟ ୩୦,୦୦୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ପାଇଁ ପଞ୍ଜିକରଣ କରିଥିଲେ। । ଅଫଲାଇନରେ ୨୫,୭୩୧ ଓ ଅନଲାଇନରେ ୧୩,୯୧୮ଜଣ ପରୀକ୍ଷା ଦେଇଥିଲେ ।

   Related Posts