Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||
  • ଆଜି ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ, ଗାଡ଼ି ଚଳାଚଳ ପ୍ରଭାବିତ
  • ||

ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

7/08/2019 at 1:02 PM

କଟକ ୭|୮: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ପାସ୍ ହାର ୬୩.୬୬ ପ୍ରତିଶତ ରହିଛି । ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଜାହାନଆରା ବେଗମ୍ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ଘୋଷଣା କରିଛନ୍ତି ।

ଏ-ଗ୍ରେଡରେ ୨, ବି-୧ ଗ୍ରେଡରେ ୪୧, ବି-୨ ଗ୍ରେଡରେ ୫୦୫ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ସେହିଭଳି ସି ଗ୍ରେଡରେ ୧୪୧୫, ଡି ଗ୍ରେଡରେ ୧୮୪୧, ଇ ଗ୍ରେଡରେ ୧୫୯୯, ଏଫ ଗ୍ରେଡରେ ୩୦୩୭ଛାତ୍ରଛାତ୍ରୀ ପାସ୍ କରିଛନ୍ତି ।

   Related Posts