Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ରାଜ୍ୟ ସରକାର ଓ ଆର୍ସେଲର ମିତ୍ତଲ ମଧ୍ୟରେ MoU, କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଷ୍ଟିଲ୍ ପ୍ଲାଣ୍ଟ

4/03/2021 at 3:03 PM

ଭୁବନେଶ୍ୱର ୦୪।୦୩: ରାଜ୍ୟ ସରକାର ଓ ଆର୍ସେଲର ମିତ୍ତଲ ମଧ୍ୟରେ ଏମ୍‌ଓୟୁ । କେନ୍ଦ୍ରାପଡ଼ା ଜିଲ୍ଲାରେ ଷ୍ଟିଲ ପ୍ଲାଣ୍ଟ ନେଇ ଏମ୍‌ଓୟୁ । ୫୦ହଜାର କୋଟି ଟଙ୍କା ବିନିଯୋଗରେ ୧୨ ମିଲିୟନ ଟନ୍ କ୍ଷମତା ସମ୍ପନ୍ନ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ। ଏନେଇ ଲୋକସେବା ଭବନରେ ରାଜ୍ୟ ସରକାର-ଆର୍ସେଲ ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଛି ।

ଖବର ଅନୁଯାୟୀ,  ମିତ୍ତଲ  ୫୦ ହଜାର କୋଟି ଟଙ୍କା ନିବେଶରେ ଏହି ଷ୍ଟିଲ୍‌ ପ୍ଲାଣ୍ଟ ସ୍ଥାପନ କରିବ । ଏହାସହ ବର୍ଷକୁ ୧୨ ମିଲିୟନ ଟନ୍‌ ଷ୍ଟିଲ୍‌ ଉତ୍ପାଦନ କରିବାର ଲକ୍ଷ୍ୟ ରଖିଛି କମ୍ପାନୀ । ଆଜି ଲୋକସେବା ଭବନର  ନିୟୁ କନଭେସନ ସେଣ୍ଟରରେ  ଏହି ଏମ୍‌ଓୟୁ ସ୍ୱାକ୍ଷରିତ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଶ୍ରୀଯୁକ୍ତ ଏଲ୍‌ଏନ୍‌ ମିତ୍ତଲ ଉପସ୍ଥିତ ରହିଥିଲେ ।

   Related Posts