Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ଆସନ୍ତାକାଲିଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

6/03/2019 at 3:11 PM

ଭୁବନେଶ୍ବର ୬|୩ : ଆସନ୍ତାକାଲିଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଚଳିତ ବର୍ଷ  ମୋଟ୍ ୩ ଲକ୍ଷ ୬୯ ହଜାର ୫୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । କଳାରେ ୨ଲକ୍ଷ ୩୫ ହଜାର ୧୮୩ ଜଣ, ବିଜ୍ଞାନରେ ୯୯ ହଜାର ୧୧୮, ବାଣିଜ୍ୟରେ ୨୭ ହଜାର ୨୭୮ ଓ ଭୋକେସନାଲରେ ୮୦୫୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ଚଳିତ ମାଟ୍ରିକ ପରୀକ୍ଷାରେ ବିଭ୍ରାଟ ଦେଖାଦେଇଥିବାରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି । ସେଣ୍ଟ୍ରାଲ ଜୋନ ସହ ବ୍ରହ୍ମପୁର, ସମ୍ବଲପୁର ଓ ବାରିପଦା ଭଳି ୪ ଟି କେନ୍ଦ୍ରରେ ସ୍ବାର୍ଡ ବ୍ୟବସ୍ଥା କରାଯାଇଛି । ଏହା ସହ ଜିଲ୍ଲା ସ୍ତରରେ ମଧ୍ୟ କୋଡିନେଟରମାନେ ସ୍କାଡରେ ଯିବେ । ୧୦୯୧ ଟି ସେଣ୍ଟରରେ ପରୀକ୍ଷା ପରିଚାଳନା କରାଯିବା ସହ ପ୍ରତ୍ୟେକ କେନ୍ଦ୍ରରେ ସିସିଟିଭି କ୍ୟାମେରାର ମଧ୍ୟ ବ୍ୟବସ୍ଥା କରାଯାଇଛି । ପରୀକ୍ଷା ପାଇଁ ୨୦୨ଟି ହବ କରାଯାଇଛି । ପ୍ରତିଦିନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନ ପଠାଯିବ । ତେବେ ଏଥର ପରୀକ୍ଷା କେନ୍ଦ୍ର ମଧ୍ୟକୁ ହାତଘଣ୍ଟା ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା ।

   Related Posts