Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଲାଲଗଡ଼ରେ ପୋଲିସ ମହାନିର୍ଦ୍ଦେଶକ ବି.କେ. ଶର୍ମା

2/11/2019 at 3:23 PM

ମାଲକାନଗିରି ୨।୧୧: ମାଲକାନଗିରି ଜିଲ୍ଲା ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା । ପୋଲିସ ଡିଜିଙ୍କ ସହିତ ଏଡିଜି ଆର.ପି. କୋଚେ, ଗୁଇନ୍ଦା ବିଭାଗ ଆଇଜି ଆର.କେ. ଶର୍ମା, ଆଇଜି ଅପରେସନ ଅମିତାଭ ଠାକୁର, ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି  ସଫିନ ଅହମ୍ମଦ ମଧ୍ୟ ଅଛନ୍ତି ।

ମୋ ସରକାର ଓ 5-T କାର୍ଯ୍ୟକ୍ରମ ସଂପର୍କରେ ଜିଲ୍ଲାର ସମସ୍ତ ପୋଲିସ ଅଧିକାରୀଙ୍କୁ ଅବଗତ କରିଛନ୍ତି ପୋଲିସ ମହାନିର୍ଦେଶକ । ଏହାସହ ସ୍ବାଭିମାନ ଅଞ୍ଚଳରେ ପୋଲିସର ମାଓ ଦମନ ପ୍ରକ୍ରିୟା  ସହ ବିକାଶ କାର୍ଯ୍ୟ ଉପରେ ସମୀକ୍ଷା କରିଛନ୍ତି ।

   Related Posts