Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

୬ଦଫା ଦାବିରେ ଆନ୍ଦୋଳନକୁ ଓହ୍ଲାଇବେ କନେଷ୍ଟବଳ-ହାବିଲଦାର ମହାସଂଘ ; ବିଭିନ୍ନ ଦାବିରେ ପିନ୍ଧିବେ କଳା ବ୍ୟାଜ୍, ୮ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ

7/02/2019 at 8:39 AM

ଭୁବନେଶ୍ବର ୭|୨: ଆଜିଠାରୁ ଆନ୍ଦୋଳନକୁ ଓହ୍ଲାଇବେ ପୋଲିସ୍ କନେଷ୍ଟବଳ, ହାବିଲଦାର ଓ ସୀପାହି । କଳାବ୍ୟାଜ୍ ପିନ୍ଧିବା ସହ ଆନ୍ଦୋଳନ କରିବେ ।  ଓଡ଼ିଶା ପୋଲିସ ସର୍ଭିସ ଆସୋସିଏସନ୍ , ଓଡ଼ିଶା ପୋଲିସ ମହାସଂଘ, ଓଡ଼ିଶା ପୋଲିସ ହାବିଲଦାର କନେଷ୍ଟବଳ ମହାସଂଘ ବିଭିନ୍ନ ଦାବିରେ ଆଜିଠାରୁ  କଳାବ୍ୟାଜ୍ ପିନ୍ଧିବା ନେଇ ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଆଜି  ସଂଧ୍ୟା ସୁଦ୍ଧା ସେମାନେ ଅସ୍ତ୍ରଶସ୍ତ୍ର ତ୍ୟାଗ କରିବେ ।  ୮ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ହେବ । ୭୦ ହଜାରରୁ ଅଧିକ ପୋଲିସ କର୍ମଚାରୀ ଏହି ଆନ୍ଦୋଳନରେ ସାମିଲ ହେବେ ।

   Related Posts